April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

କଲମ ଗାର୍ — ଜଗନ୍ନାଥ ମେହେର

କଲମ ଗାର୍

ଭାବନା ହଉ କି ଶିକ୍ଷା ହଉ
ଲେଖସୁ ଆମେ ଯାହା
କଲମ୍ ଗାର୍ ଥି ମୂଳ ହେସି
ଭଗବାନ୍ ହେସନ୍ ସାହା ।।

କବି ଲେଖସି କବିତା ଗପ
ଗୁରୁ ଶିଖାସନ୍ ପାଠ୍
କଲମର୍ ଲେଖା ନୁ ପାଏସୁ
ନୂଆ ଜୀବନର ବାଟ୍ ।।

କିଏ ଲେଖୁଛେ ଦୁଃଖର୍ କଥା
କିଏ ଲେଖୁଛେ ରଚନା
ପ୍ରେମର୍ ଭାବନା ଲେଖିଦେଇ
ମନ୍ ନାଇ କରନ୍ ଉନା ।।

ସମିଆ ଯାଏସି ନାଇ ଆସେ ଫିରି
ରହେସି କଲମର୍ ଗାର୍
ଭଲ୍ ମନ୍ଦ ଯାହା ଲେଖି ଥିବୁ ତୁଇ
ରହେବା ହେଇ ସାର୍ ।।

ଜୀବନ୍ ମରନ୍ ଲେଖା ସବୁ
ରହିଛେ ହେଇ ଲିଖା
ଜୀବନର୍ କାଗଜେ ଯାହା
ହେଇ ରହିଛେ କଲମ୍ ଗାର୍ ।।

ଜଗନ୍ନାଥ ମେହେର
କେଉଁଟେନ୍ ବାହାଲି , ପଦ୍ମପୁର, ବରଗଡ଼
9778409884

 577 total views,  1 views today

4 thoughts on “କଲମ ଗାର୍ — ଜଗନ୍ନାଥ ମେହେର

  1. Thanks for your marvelous publishing! I truly loved reading through it, you may be a terrific writer. I’ll often bookmark your site and will generally return sometime quickly. I desire to motivate you to definitely absolutely continue your excellent posts, have a great weekend!

Leave a Reply

Your email address will not be published. Required fields are marked *