May 22, 2024
11 11 11 AM
ମାଆ–ମଧୁସ୍ମିତା ମିଶ୍ର
ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
Latest Post
ମାଆ–ମଧୁସ୍ମିତା ମିଶ୍ର ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ *ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023

କୁହୁଡି — ଦେବାଶିଷ ମେହେର

କୁହୁଡି

ତୁମେ ଆଏସ ପାହାଁତି ସକାଳୁ
ଲାଲ ଟହଟହ ଡଙ୍ଗର ତଲୁ
ଶିତୁଆ ସକାଳର ଶିତଲ ପବନେ
ବୁନ୍ଦା ବୁନ୍ଦା ହେଇ ସବୁଠାନେ
ଧାନ ଡୁଲି ଭିତରେ ଉଡି ବୁଲୁଥିସି
ଗୀତ ଗାଇ ମନେ ମନେ ।
ଅନ୍ଧାର ରାତି ବାଟେ ଘାଟେ
ତୁମର ରୂପଟା ବଡା ବିକଲ
ମୁହୁଁକେ ମୁହୁ ନେଇ ଦିଶୁଥାଏ
ଲୁକେ ହେସନ କେଡେ କଲବଲ ।
ପୁରୁବ ଦିଗୁ ଉଦଲେ ବେଲ
ଧରତି ହେସି ଗରମ
ପବନ ସାଙ୍ଗେ ମିଶି ଯାଏସ ତୁମେ
ନିଭେଇ ତୁମର ଧରମ ।
କିଏ କହେସି ତମକୁ ଶିତର କୁହୁଡି
କିଏ କହେସି ତମକୁ ତୁଷାର
କବିର କବିତାଥି ମୁକ୍ତା ଅ ତୁମେ
ସାଙ୍ଗସାଥି ଅ ଚଷାର ।

ଦେବାଶିଷ ମେହେର
ବିଜେପୁର

Loading

3 thoughts on “କୁହୁଡି — ଦେବାଶିଷ ମେହେର

  1. I’m not positive where you are finding your details, but fantastic topic. I desires to spend a while Discovering a great deal more or being familiar with far more. Thanks for great information I used to be in search of this details for my mission.

  2. Good day! This is certainly my 1st remark listed here so I just wished to give A fast shout out and say I genuinely get pleasure from reading through through your content. Could you advise every other weblogs/Web sites/community forums that go above a similar topics? Several thanks!

Leave a Reply

Your email address will not be published. Required fields are marked *