April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

🙏ମା’ଲକ୍ଷ୍ମୀ — ସରିତା ଶତପଥୀ

ମା ଲକ୍ଷ୍ମୀ

ଶ୍ରୀୟା ଚଣ୍ଡାଳୁଣୀ ପରି
ଭକ୍ତି ନାହିଁ ମୋର
ମାଣ ବସାଇଛି ମା
ସରଧା ରେ ତୁମର।

ମାଗିବିନି ଗୋଗଷ୍ଠକୁ
ଲକ୍ଷେ ପଦ୍ମ ଗାଈ
କୁଵେର ସମାନ ଧନ
ଆସା ମୋର ନାହିଁ।

ଶ୍ରୀୟା ଭଳି ଭକ୍ତି ଟିକେ
ଦେଵ ହୃଦୟରେ
ଜୀବଥିବା ଯାଏ ମନ
ରହୁ ତୁମ ଚରଣରେ।

ନିଷ୍ଠା ବଳେ ଚଣ୍ଡାଳୁଣୀ
ଜିତିଲା ହୃଦୟ ତୁମର
ଏବେଵି ପୁରାଣ ଗାଏ
ନିଷ୍ଠା ଶ୍ରୀୟାର।

ସେଭଳି ନିଷ୍ଠା ଭକତି
ଆଜିମୁ ଚାହୁଁଛି
କରୁଣା କରୀଵ ମା
ଶରଣ ପସୁଛି।

ସରିତା ଶତପଥୀ
ମାଲକାନଗିରି

 296 total views,  1 views today

Leave a Reply

Your email address will not be published. Required fields are marked *