May 22, 2022
11 11 11 AM
“କିଏ ତୁମେ ଅଭିସାରିକା”- ପବିତ୍ର ବେହେରା
ଅପରାହ୍ନର ଅବଶୋଷ — ହୃଦୟ ରଞ୍ଜନ ପରିଡ଼ା
ଅପରାହ୍ନର ଅବଶୋଷ — ଚୁନିଲ କୁମାର ଗଙ୍ଗ ଦେଵ
ଅପରାହ୍ନର ଅବଶୋଷ — ସ୍ୱାଗତିକା ବେହେରା
ଅପରାହ୍ନର ଅବଶୋଷ — ଚିନ୍ମୟୀ ମହାପାତ୍ର
ଅପରାହ୍ନର ଅବଶୋଷ — ପ୍ରିୟଙ୍କା ପ୍ରିୟଦର୍ଶିନୀ ରାୟ
ଅପରାହ୍ନର ଅବଶୋଷ— ରାଜେଶ କୁମାର ବାରିକ୍
ଅପରାହ୍ନର ଅବଶୋଷ — ଭାରତୀ ପଣ୍ଡା
ଅପରାହ୍ନର ଅବଶୋଷ — ପ୍ରୀତିରଞ୍ଜନ ନାୟକ
ଅପରାହ୍ନର ଅବଶୋଷ — ପ୍ରିୟଦର୍ଶିନୀ ମହାପାତ୍ର
ଲୁହର ଅନ୍ତରାଳେ — ପ୍ରଣତି ଆଚାର୍ଯ୍ୟ ମିଶ୍ର
ଇଛାମାନଙ୍କ ମୃତ୍ୟୁ ରେ — ମହେନ୍ଦ୍ର ନନ୍ଦ
ବିକୃତ — ଜୁମର ନାଥ ପାତ୍ର
ଗଙ୍ଗା ଯେ ଦେଶେ ବହେ — ଭରତ ବନ୍ଧୁ ବିଶ୍ୱାଳ
କବି ଟିଏ ମୁଁ କବି ଟିଏ — ଜାନକୀ ମହାନ୍ତ
ସନ୍ତାନ — ଅରେନ୍ଦ୍ର କୁମାର ଦାଶ
ଅତିବଡି ତବ ବଡ଼ିମା — ବିଶ୍ୱେଶ୍ୱର ମାଝୀ
ଆହ୍ୱାନ — ଜୟ କୁମାର ମିଶ୍ର
ଶେଷ ସ୍ପର୍ଶ — ଅରୁଣ କୁମାର ମହାପାତ୍ର
ଲୁହ — ରଶ୍ମୀବାଳା ଶତପଥୀ
Latest Post
“କିଏ ତୁମେ ଅଭିସାରିକା”- ପବିତ୍ର ବେହେରା ଅପରାହ୍ନର ଅବଶୋଷ — ହୃଦୟ ରଞ୍ଜନ ପରିଡ଼ା ଅପରାହ୍ନର ଅବଶୋଷ — ଚୁନିଲ କୁମାର ଗଙ୍ଗ ଦେଵ ଅପରାହ୍ନର ଅବଶୋଷ — ସ୍ୱାଗତିକା ବେହେରା ଅପରାହ୍ନର ଅବଶୋଷ — ଚିନ୍ମୟୀ ମହାପାତ୍ର ଅପରାହ୍ନର ଅବଶୋଷ — ପ୍ରିୟଙ୍କା ପ୍ରିୟଦର୍ଶିନୀ ରାୟ ଅପରାହ୍ନର ଅବଶୋଷ— ରାଜେଶ କୁମାର ବାରିକ୍ ଅପରାହ୍ନର ଅବଶୋଷ — ଭାରତୀ ପଣ୍ଡା ଅପରାହ୍ନର ଅବଶୋଷ — ପ୍ରୀତିରଞ୍ଜନ ନାୟକ ଅପରାହ୍ନର ଅବଶୋଷ — ପ୍ରିୟଦର୍ଶିନୀ ମହାପାତ୍ର ଲୁହର ଅନ୍ତରାଳେ — ପ୍ରଣତି ଆଚାର୍ଯ୍ୟ ମିଶ୍ର ଇଛାମାନଙ୍କ ମୃତ୍ୟୁ ରେ — ମହେନ୍ଦ୍ର ନନ୍ଦ ବିକୃତ — ଜୁମର ନାଥ ପାତ୍ର ଗଙ୍ଗା ଯେ ଦେଶେ ବହେ — ଭରତ ବନ୍ଧୁ ବିଶ୍ୱାଳ କବି ଟିଏ ମୁଁ କବି ଟିଏ — ଜାନକୀ ମହାନ୍ତ ସନ୍ତାନ — ଅରେନ୍ଦ୍ର କୁମାର ଦାଶ ଅତିବଡି ତବ ବଡ଼ିମା — ବିଶ୍ୱେଶ୍ୱର ମାଝୀ ଆହ୍ୱାନ — ଜୟ କୁମାର ମିଶ୍ର ଶେଷ ସ୍ପର୍ଶ — ଅରୁଣ କୁମାର ମହାପାତ୍ର ଲୁହ — ରଶ୍ମୀବାଳା ଶତପଥୀ

🙏ମାନବ ସେବା—ମମତା ବାରିକ

🙏ମାନବ ସେବା🙏

ଜୀବଙ୍କ ଭିତରେ ମାନବ ଶ୍ରେଷ୍ଟ
ମାନବେ ଥାନ୍ତି ଜଗତ ର ନାଥ।।
ମାସ ,ତିଥି ,ନକ୍ଷତ୍ର ,ପକ୍ଷ ଆଉ ସପ୍ତାହ
ସବୁ ବାରେ ପୂଜନ୍ତି ମାନବ ବିଶ୍ୱନାଥ।।
ପୂଜାର୍ଚ୍ଛନା ରେ ଭଗବାନ ନୁହନ୍ତି ସନ୍ତୁଷ୍ଟ
ମାନବ ଜନମେ ପୂଜ ମାନବ ପ୍ରାଣୀ
ତା ହେଲେ ରହିବ ମହର୍ତ୍ୱ ତୁମ୍ଭରି।।
ସେବାରେ ପ୍ରଭୁ ଯେ ଲୀନ ଥାନ୍ତି
ସେଥିପାଇଁ କଥା ରେ ରହିଛି ମାନବ ସେବା ହିଁ ମାଧବ ସେବା।।
ସେବା ରୁ ମିଳେ ଯେଉଁ ଆଶ୍ରୀର୍ବ୍ରାଦ
ସେ କଲ୍ୟାଣ କରନ୍ତି ବିଶ୍ୱନାଥ।।
🙏🙏🙏
ମମତା ବାରିକ,ସ୍ଥାନ-ଯାଜପୁର,ବାରବାଟୀ,ଗ୍ରାମ-ବାମଦେବ ପୁର,

 23,145 total views,  1 views today

Leave a Reply

Your email address will not be published.

− 1 = 7