March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

ମାୟାଧର—ଅନିରୁଦ୍ଧ କୁଣ୍ତ

ମାୟାଧର

ମାୟାଧର ମୋର ମାୟାରେ ତାହାର
ମନକୁ ଚୋରେଇ ନେଲା
ରହି ପାରୁନାହିଁ ତାର ବିନା ମୁହିଁ
କାହାକୁ କହିବି ଭଲା ॥୦॥

କେଡେ ସରାଗରେ ଅସୀମ ଆଶାରେ
ଲଗାଇଥିଲି ମୁଁ ଭାବ
ତାହାର ଭାବରେ ବାଇ ହୋଇଗଲି
ପାଉନାହିଁ ତାର ଠାବ
କାହିଁକି କେଜାଣି ସବୁ ଜାଣି ଶୁଣି
ଅଣଦେଖା ମୋତେ କଲା ॥୧॥

ଅଭାବ ସଂସାରେ ଭାବ ଲଗାଇଛି
କାହିଁକି କରୁଛ ବାଦ
ବଜାଇ ବଇଁଶୀ ମୃଦ ମୃଦ ହସି
ଦେଖାଦିଅ ପଦ୍ମପାଦ
ପ୍ରାଣ ଗଲେ ଯାଉ ଡର ନାହିଁ ଆଉ
ତୋସାଥେ ଭାବ ରହିଲା ॥୨॥

 376 total views,  1 views today

2 thoughts on “ମାୟାଧର—ଅନିରୁଦ୍ଧ କୁଣ୍ତ

  1. Having read this I believed it was very enlightening. I appreciate you spending some time and energy to put this article together. I once again find myself personally spending way too much time both reading and commenting. But so what, it was still worth it!

Leave a Reply

Your email address will not be published. Required fields are marked *