March 20, 2023
11 11 11 AM
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ
କବିତା – ଡଃ ପ୍ରିୟମ୍ବଦା ସାମଲ
ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା 
ଫଗୁଣ – ମିନତି ଦାଶ
Latest Post
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ କବିତା – ଡଃ ପ୍ରିୟମ୍ବଦା ସାମଲ ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା  ଫଗୁଣ – ମିନତି ଦାଶ

ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ

ମୁଁ ଭାବିଥିଲି 

 

ମୁଁ ଭାବିଥିଲି,

ମୋ ଅଗଣାରେ ତୁମେ

ଥରେ ପାଦ ପକାଇଲେ

ତୁମ ପାଦତଳେ ଦଳି ହୋଇଯିବ

ମୋର କିଛି ଦୁଃଖ ଓ

ନିଃସଙ୍ଗତାରୁ ମେଞ୍ଚାଏ,

ତାପରେ ମୁଁ ପରଶି

ଦେଇଥାନ୍ତିମୋ ଆତ୍ମାକୁ ନିଃସଙ୍କୋଚରେ, ନିରଳସରେ ❣️

ମୁଁ ଭାବିଥିଲି,

ତୁମେ ଥରେମୋ ଆଡେ

ହାତ ବଢ଼ାଇଲେ,

ତୁମ ପ୍ରେମମଗ୍ନ ଦିଗନ୍ତ ହୃଦୟ

ଭରିଥାନ୍ତା ମୋ ପାପୁଲିରେ

କେତେଯେ ପ୍ରୀତିର ଫଗୁଣ

ତୁମରି ଅନୁରାଗରେ. ❣️

ମୁଁ ଭାବିଥିଲି,

ତୁମେ ଥରେ ମୁଁହ ଉଠାଇ

ମୋ ଆଖିରେ ଆଖି ମିଶାଇଲେ

ସାରା ବସନ୍ତର ରଙ୍ଗ ମାଖିହୋଇ

ଯାଇଥାନ୍ତା ତୁମ ଘୁମନ୍ତ ଆଖିରେ,

ତୁମ ସବୁ ହତାଶ ଓ ନିରାଶର

କଳାମେଘ ଲୁଚିଯାଇଥାନ୍ତା

ମୋର ଏଇଦୁଇ ମୁଦ୍ରିତ ଆଖିରେ ❣️

 

ଶ୍ରୀମତୀ କୃଷ୍ଣା ଦାସ

ପୁରୀ

 16 total views,  1 views today

Leave a Reply

Your email address will not be published. Required fields are marked *