April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

ମୋ ଭାଷା ଓଡ଼ିଆ ଆଜି

🙏ମୋ ଭାଷା ଓଡ଼ିଆ ଆଜି… 🙏

ଚକ୍ରବ୍ୟୁହ ମଧ୍ୟେ ଫସି ଯାଇଅଛି
ଓଡ଼ିଆ ଭାଷାଟି ଆଜି,
ବିଦେଶୀ ଭାଷାର ଖଣ୍ଡି ପ୍ରଭାବରେ
ବାବୁ ସାହେବକୁ ସାଜି ।
ଡାଡି ମମି ଠାରୁ ଆରମ୍ଭ ହୋଇଣ
ଗୁଡ୍ ନାଇଟ୍ ପର୍ଯ୍ୟନ୍ତ,
ଏଥିରେ ସାମିଲ୍ ହେବାପାଇଁ କିମ୍ପା
ନେଇଥାଆନ୍ତି ସିଦ୍ଧାନ୍ତ ।
ଓଡ଼ିଆ ବୋଲିଣ ଗର୍ବ କରୁଥାଉ
ଲୋକ ଦେଖାଣିଆ ଏହା,
ଶଗଡ଼ ଗତିରେ ଓଡ଼ିଶାର ଭାଷା
ରାଜକାର୍ଯ୍ୟ ମଧ୍ୟେ ଯାହା ।
କେତେ ଅଭିମନ୍ୟୁ ଫସି ରହିଗଲେ
ଚକ୍ରବ୍ୟୁହର ଭିତରେ,
ଅର୍ଜୁନଙ୍କ ଭଳି ବୀରଦର୍ପେ ଆଜି
ଉଦ୍ଧାର କର ସତରେ ।
ଓଡ଼ିଆ ସଂସ୍କୃତି ଓଡ଼ିଆଙ୍କ କୃତୀ
ସାରା ବିଶ୍ୱ ଅଛି ଜାଣି
କାଗଜ ପତ୍ରରେ ସୀମିତ ନରଖି
ବାସ୍ତବକୁ ଆଣ ଟାଣି ।


ପ୍ରଶାନ୍ତ କୁମାର ଶତପଥୀ
ଛତ୍ରପୁର, ଗଞ୍ଜାମ

 301 total views,  1 views today

Leave a Reply

Your email address will not be published. Required fields are marked *