July 05, 2022
11 11 11 AM
କମ୍ଭୁ-କଟକ ରେ କୋଟି ବ୍ରହ୍ମାଣ୍ତ ନାୟକ–ପବିତ୍ର ବେହେରା
*ଈଶ୍ବରଙ୍କୁ ପ୍ରଶ୍ନ–ହୃଦୟ ରଞ୍ଜନ ପରିଡ଼ା*
ବୁନ୍ଦାଏ ଲୁହ — ଭାରତୀ ପଣ୍ଡା
ବୁନ୍ଦାଏ ଲୁହ — ତପସ୍ୱିନୀ ଜେନା
ବୁନ୍ଦାଏ ଲୁହ — ନିର୍ମଳ ବାରିକ
ବୁନ୍ଦାଏ ଲୁହ — ସରୋଜ କୁମାର ସାହୁ
ବୁନ୍ଦାଏ ଲୁହ — ଚୁମକି ଦାସ
ବୁନ୍ଦାଏ ଲୁହ — ସୁଧାଂଶୁ ଗିରି
ବୁନ୍ଦାଏ ଲୁହ — ଜ୍ଞାନ ରଞ୍ଜନ ନାୟକ
ବୁନ୍ଦାଏ ଲୁହ — ମୁକ୍ତିରାଣୀ ଦେବତା
A spoon of tears —  Ratikanta Samal
A spoon of tears — Chinmayee Mohapatra
A spoon of tears — Sreekanta Panda
A spoon of tears — Dr.Satish C.Srivastava
A spoon of Tears — Shiw Shankar Shaw
A spoon of Tears — Pankajam Kottarath
A spoon of Tears — Bagawath Bhandari
A spoon of Tears — Afrose Saad
ବୁନ୍ଦାଏ ଲୁହ — ଭାରତୀ ପଣ୍ଡା
ବୁନ୍ଦାଏ ଲୁହ — ସ୍ୱାଗତିକା ବେହେରା
Latest Post
କମ୍ଭୁ-କଟକ ରେ କୋଟି ବ୍ରହ୍ମାଣ୍ତ ନାୟକ–ପବିତ୍ର ବେହେରା *ଈଶ୍ବରଙ୍କୁ ପ୍ରଶ୍ନ–ହୃଦୟ ରଞ୍ଜନ ପରିଡ଼ା* ବୁନ୍ଦାଏ ଲୁହ — ଭାରତୀ ପଣ୍ଡା ବୁନ୍ଦାଏ ଲୁହ — ତପସ୍ୱିନୀ ଜେନା ବୁନ୍ଦାଏ ଲୁହ — ନିର୍ମଳ ବାରିକ ବୁନ୍ଦାଏ ଲୁହ — ସରୋଜ କୁମାର ସାହୁ ବୁନ୍ଦାଏ ଲୁହ — ଚୁମକି ଦାସ ବୁନ୍ଦାଏ ଲୁହ — ସୁଧାଂଶୁ ଗିରି ବୁନ୍ଦାଏ ଲୁହ — ଜ୍ଞାନ ରଞ୍ଜନ ନାୟକ ବୁନ୍ଦାଏ ଲୁହ — ମୁକ୍ତିରାଣୀ ଦେବତା A spoon of tears —  Ratikanta Samal A spoon of tears — Chinmayee Mohapatra A spoon of tears — Sreekanta Panda A spoon of tears — Dr.Satish C.Srivastava A spoon of Tears — Shiw Shankar Shaw A spoon of Tears — Pankajam Kottarath A spoon of Tears — Bagawath Bhandari A spoon of Tears — Afrose Saad ବୁନ୍ଦାଏ ଲୁହ — ଭାରତୀ ପଣ୍ଡା ବୁନ୍ଦାଏ ଲୁହ — ସ୍ୱାଗତିକା ବେହେରା

*ନଈ ସେପାରି — ଜଗଦୀଶ ଶତପଥୀ*

ନଈ ସେପାରି

ଜଗଦୀଶ ଶତପଥୀ

 

ନଈରେ ଭସାଇ ଦେଇଛି ଅତୀତ

କୂଳ କି କିନାରା ନାହିଁ।

ସେ ପାଖର ଢେଉ ଏପାଖରେ ବାଜେ

ଶବ୍ଦ କେବେ କରେ ନାହିଁ।

ସେପାରି ଅତୀତ ଏପାରି ବସନ୍ତ

ହାତ ଧରାଧରି ହୁଏ।

ତୁମେ ଯେବେ ପ୍ରିୟା ହାତ ଠାରି ଡାକ

ମନ ମୋର ଭରିଯାଏ।

ନଈ ସେପାରି ରେ ମନ ମୋ ରହିଛି

ଏପାରି ରେ ହୃଦୟ ଟା।

ତୁମେ ଯେବେ ପ୍ରିୟା,ଦେଖି ବି ଦେଖନି

ଜୀବନ ଟା ଲାଗେ ଭଟ୍ଟା।

ଧର୍ମଶାଳା। ଯାଜପୁର।

 31 total views,  1 views today

Leave a Reply

Your email address will not be published.

ten ÷ two =