October 02, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ପଖାଳ*— ସନାତନ ଦାସ

*ପଖାଳ*

ଓଡ଼ିଆ ମାଟିର ଦେଶୀ ମହକଟା
ପଖାଳ ଭାତରୁ ଆସେ,
ଓଡ଼ିଆ ମନଟା ଖୁସି ହୋଇଯାଏ
ଯେବେ ପଖାଳରେ ଦହି ମିଶେ!!

ଆଳୁ ଚକଟା ଶାଗ ଖରଡ଼ା ସାଥେ
ମାଛ ଭଜା ବଡ଼ି ଚୁରା,
ତୋରାଣି ଟିକେ ପିଇ ଦେଲେ ଲାଗେ
ସତେ କି ଅମୃତ ଧାରା..!!

ଦୀନ ଜନର ନୀତିଦିନ ଖାଦ୍ୟ
ମାଟି ହାଣ୍ଡିରେ ଭାସି ଥାଏ,
ସେଇ ପଖାଳର କି ଗୁଣ ଗାଇବି
ଜଗା ବି ଆନନ୍ଦେ ଖାଏ..!!

ଓଡ଼ିଆ ଘରର ସେ ସରଗ ପୀୟୂଷ
ସବୁରି ପ୍ରାଣ ସ୍ପନ୍ଦନ,
ହୃଦୟ ସହିତ ଦେହ ସୁଶୀତଳ
ପ୍ରୀତ ହୋଇଯାଏ ମନ..!!
+++++++++++++++
ସନାତନ ଦାସ
ଜଗତସିଂହପୁର

Loading

24 thoughts on “*ପଖାଳ*— ସନାତନ ଦାସ

  1. I will right away take hold of your rss feed as I can not findyour e-mail subscription hyperlink or newsletter service.Do you’ve any? Please allow me recognize in order that Imay just subscribe. Thanks.

  2. What’s Going down i am new to this, I stumbled upon this I’ve found It absolutely useful and it has aided me out loads. I am hoping to give a contribution & assist other users like its helped me. Great job.

Leave a Reply

Your email address will not be published. Required fields are marked *