April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

ପୁରୀ ବେଳାଭୂମି — _ଅନିତା ବିଶ୍ଵାଳ

🌹ପୁରୀ ବେଳାଭୂମି🌹

✍️ହିନ୍ଦୁ ଧର୍ମର ଆରାଧ୍ୟ ଦେବତା ଜଗନ୍ନାଥ।ପୁରୀ ଧାମରେ ପ୍ରଭୁ ଜଗନ୍ନାଥ ଙ୍କ ମନ୍ଦିର ପ୍ରତଷ୍ଠିତ ସତରେ ପୁରୀ ବେଳାଭୂମି ର ଅପରୂପ ସୌନ୍ଦର୍ଯ୍ୟ ମନକୁ ବିସ୍ମିତ ଚକିତ କରିପକାଏ ଲୋକେ ବେଳାଭୂମି ର ଅପୂର୍ବ ସୁନ୍ଦରତା କୁ ଅନୁଭବ କରନ୍ତି ଓ ତାର ମଜା ଲାଭ କରିନ୍ତି ।ସମୁଦ୍ର ର ଗଭୀରତା କୁ କିଏ କେବେ ମାପି ପାରେକି ସେହିପରି ସମୁଦ୍ର ପୁରୀ ବେଳାଭୂମି ରେ ଦେଖିବାକୁ ମିଳେ ଯାହା ଦର୍ଶକର ମନକୁ ମୋହିନେଇଥାଏ ।ସବୁ ଲୋକ ସମୁଦ୍ର ର ଲହଡ଼ି ଭାଙ୍ଗିବାକୁ ପସନ୍ଦ କରନ୍ତି ସମୁଦ୍ର ର ଲୁଣି ପାଣି ଢେଉ ନେଇ ଆସିଥାଏ ଲୋକେ ତାକୁ ଭାଙ୍ଗି ଭାଙ୍ଗି ଖେଳନ୍ତି ।ସନ୍ଧ୍ୟା ସମୟରେ ପୁରୀ ବେଳାଭୂମି ର ଦୃଶ୍ୟ ଦେଖିବାକୁ ଗଲେ ମନ ରେ ଏକ ନୂତନ ଆନନ୍ଦ ଉଲ୍ଲାସର ଉନ୍ମାଦ ର ଶିହରଣ ଖେଳିଯାଇଥାଏ ।

ନାମ _ଅନିତା ବିଶ୍ଵାଳ

ସହର _ରାଉରକେଲା

 387 total views,  1 views today

Leave a Reply

Your email address will not be published. Required fields are marked *