May 29, 2023
11 11 11 AM
ALLUSION OF EVOLUTION – Manoj Kumar Panda 
ALLUSION OF MASOCHISM – Manoj Kumar Panda 
ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ
ମା’ତୁମେ ମମତାର ସାଗର – ଭାସ୍କର ରାଉତ
ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର
ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ
ସମୟ ବଡ଼ ବଳବାନ – ଭାସ୍କର ରାଉତ
ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ
ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ
ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ 
ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ
ଜୀବନ – ନଳିନୀ ପ୍ରଭା ମିଶ୍ର
କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର
ସାଧୁ ସାବଧାନ – ସୌଦାଗର ବିଶ୍ବାଳ
ପ୍ରତୀକ୍ଷାର ତୀରେ – ସୁଜାତା ଦାସ
ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା
ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ
ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି
Latest Post
ALLUSION OF EVOLUTION – Manoj Kumar Panda  ALLUSION OF MASOCHISM – Manoj Kumar Panda  ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ ମା’ତୁମେ ମମତାର ସାଗର – ଭାସ୍କର ରାଉତ ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ ସମୟ ବଡ଼ ବଳବାନ – ଭାସ୍କର ରାଉତ ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ  ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ ଜୀବନ – ନଳିନୀ ପ୍ରଭା ମିଶ୍ର କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର ସାଧୁ ସାବଧାନ – ସୌଦାଗର ବିଶ୍ବାଳ ପ୍ରତୀକ୍ଷାର ତୀରେ – ସୁଜାତା ଦାସ ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି

ରଣପା ନୃତ୍ୟ — ଡ.ପ୍ରିୟମ୍ବଦା ସାମଲ

ରଣପା ନୃତ୍ୟ

ଡ.ପ୍ରିୟମ୍ବଦା ସାମଲ

ଓଡ଼ିଶାର ପୁରାତନ ଲୋକକଳା

ଅଟଇ ରଣପା ନୃତ୍ୟ

ଯୁଦ୍ଧ ନାଚ ନାମେ ପ୍ରିୟ ପରିଚିତ

ସନ୍ତୁଳନ ପ୍ରଦର୍ଶିତ।

ଦକ୍ଷିଣ ଓଡ଼ିଶାର ଗୋରୁ ଜଗାଳି

ଗୋପାଳକ ଲୋକପ୍ରିୟ

ଗଞ୍ଜାମ ଗଜପତି କଳାହାଣ୍ଡିର

ହୃଦୟ କରନ୍ତି ଜୟ।

ବାଦ୍ୟ ଗୀତ ତାଳ ସହ ଲୟ ରଖି

ଆଗକୁ ପଛକୁ ଯାଇ

ଚାଲିବା ବୁଲିବା ଡେଇଁବା ଲଢ଼ିବା

କଳା କୌଶଳ ଦେଖାଇ।

କୃଷ୍ଣଙ୍କର ଭଙ୍ଗୀ ନର୍ତ୍ତନ ସମୟେ

ଦେଖାଇ ଥାନ୍ତି ଦର୍ଶକେ

ଧୋତି କୁର୍ତ୍ତା ହଳଦିଆ ଲାଲ୍ ରଙ୍ଗ

ମୟୂର ଚୂଳ ଚମକେ।

ରଙ୍ଗୀନ ପଗଡ଼ି ପାଦରେ ଘୁଙ୍ଗୁର

ଝଣ ଝଣ ଶବ୍ଦକାରୀ

ଶଙ୍ଖ ମହୁରୀ ଚାଙ୍ଗୁ ଢୋଲର ବାଦ୍ୟ

ମୋହିତ ଦର୍ଶନହାରୀ।

ଭୁବନେଶ୍ଵର।

 205 total views,  1 views today

Leave a Reply

Your email address will not be published. Required fields are marked *