April 25, 2024
11 11 11 AM
ମାଆ–ମଧୁସ୍ମିତା ମିଶ୍ର
ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
Latest Post
ମାଆ–ମଧୁସ୍ମିତା ମିଶ୍ର ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ *ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023

*ଈଶ୍ୱର — ଲେଲିନା ମଲ୍ଲିକ*

#ଈଶ୍ୱର 🙏

ଅବଚେତନ ରୁ ଚେତନା,

ଅସ୍ପଷ୍ଟ ରୁ ସ୍ପଷ୍ଟତା,

ଲୀନ ରୁ ବିଲୀନ,

ନିରୁପାୟ ରୁ ଉପାୟରେ,

ଅସମ୍ଭବ ରୁ ସମ୍ଭବ ହେବା ଯାଏ,

 

ନିରାକାର ରୁ ନିର୍ବିକାର ର ଧ୍ଵନି,

ଉଚ୍ଚ ରୁ ଦଳିତ, ନିଷ୍ପେସିତ ଯାଏ,

ମୃତ୍ୟୁ ରୁ ଜୀବନ ଯାଏ,

ଅସତ୍ୟ ରୁ ସତ୍ୟର ସନ୍ଧାନ,

ଅନ୍ଧାର ରୁ ଆଲୋକ,

ନିର୍ବେଦ ରୁ ବେଦ,

 

ସୃଷ୍ଟି ଆଉ ସ୍ରଷ୍ଟା ମଧ୍ୟରେ,

ଭକ୍ତି ଆଉ ପୂଜାରେ,

ସନ୍ୟାସୀ ଆଉ ତପସ୍ୱିନୀ ଭିତରେ,

ସବୁଠୁ ଉର୍ଦ୍ଧରେ,

ବାସ୍ତବତା ନୁହେଁ,

କଳ୍ପିତ ଅନୁଭବ ହେଉ,

 

ଏଠି ଅଧର୍ମ ଆଉ ଧର୍ମ ର ନିକିତି ରେ,

ହେ ଈଶ୍ୱର,

ତୁମେ ସତ୍ୟ, ଶିବ ସୁନ୍ଦର 🙏

ତୁମେ ନିରାକାର, ନିର୍ବେଦ,

ମୋ ସମର୍ପଣ ରେ l”

 

ଲେଲିନା ମଲ୍ଲିକ

Loading

One thought on “*ଈଶ୍ୱର — ଲେଲିନା ମଲ୍ଲିକ*

  1. Aw, this was an incredibly good post. Taking a few minutes and actualeffort to generate a very good article… butwhat can I say… I put things off a lot and never manage to get nearly anythingdone.

Leave a Reply

Your email address will not be published. Required fields are marked *