October 27, 2021
11 11 11 AM
*ପାଂଥଶାଳା – ଶ୍ରୀ ଅଲେଖ ପ୍ରସାଦ ମହାରଣା*
*କୁମାର ପୂର୍ଣ୍ଣିମା – ଜଗଦୀଶ ଶତପଥୀ*
*ମୁଁ ଶେଫାଳି – ପ୍ରିୟଦର୍ଶିନୀ ମିଶ୍ର*
*ଟିକେ ଖରା ଟିକେ ଛାଇ – ନବ କୁମାର ଦାସ*
*ମଣିଷ ହୁଅନ୍ତି ବଣ୍ଟା-ସୀମାଞ୍ଚଳ ପଣ୍ଡା*
*ଲକ୍ଷ୍ୟ ପଥ – ବନଲତା ଜାଲି*
*ମୁଁ ଶିଶୁଟିଏ କହୁଛି-କଳ୍ପନା ରାୟ*
*ମାଆ ସମଲେଶ୍ଵରୀ-ଜାନକୀ ମହାନ୍ତ*
*ବଳୁଆ କିଏ – ସୀମାଞ୍ଚଳ ପଣ୍ଡା*
*ଦୁସ୍ଥ ସମାଜ – ସୀମାଞ୍ଚଳ ପଣ୍ଡା*
*ଫୁଲ ଟିଏ ଦିଅ କରି – ସୀମାଞ୍ଚଳ ପଣ୍ଡା*
*ଆ’ ସାଥୀ ଫେରିଆ – ସୀମାଞ୍ଚଳ ପଣ୍ଡା*
*ଗଣତନ୍ତ୍ର ଆଜି ଯାଇଛି ଫସି-ସୀମାଞ୍ଚଳ ପଣ୍ଡା*
*ଫେରିବ କି ରାମ ରାଜ୍ୟ – ସୀମାଞ୍ଚଳ ପଣ୍ଡା*
*ମାନବିକତା – ସୀମାଞ୍ଚଳ ପଣ୍ଡା*
*ଭାଙ୍ଗି ଦିଅନା ମୋ ହୃଦୟ – ସୀମାଞ୍ଚଳ ପଣ୍ଡା*
*ପାରିବାରିକ କଳହ – ସୀମାଞ୍ଚଳ ପଣ୍ଡା*
*LOST IN SENSE- Dr.Prasana Kumar Dalai*
*MADE FOR EACH OTHER -Dr.Prasana Kumar Dalai*
*The current of time –  Alekha Prasad Moharana*
Latest Post
*ପାଂଥଶାଳା – ଶ୍ରୀ ଅଲେଖ ପ୍ରସାଦ ମହାରଣା* *କୁମାର ପୂର୍ଣ୍ଣିମା – ଜଗଦୀଶ ଶତପଥୀ* *ମୁଁ ଶେଫାଳି – ପ୍ରିୟଦର୍ଶିନୀ ମିଶ୍ର* *ଟିକେ ଖରା ଟିକେ ଛାଇ – ନବ କୁମାର ଦାସ* *ମଣିଷ ହୁଅନ୍ତି ବଣ୍ଟା-ସୀମାଞ୍ଚଳ ପଣ୍ଡା* *ଲକ୍ଷ୍ୟ ପଥ – ବନଲତା ଜାଲି* *ମୁଁ ଶିଶୁଟିଏ କହୁଛି-କଳ୍ପନା ରାୟ* *ମାଆ ସମଲେଶ୍ଵରୀ-ଜାନକୀ ମହାନ୍ତ* *ବଳୁଆ କିଏ – ସୀମାଞ୍ଚଳ ପଣ୍ଡା* *ଦୁସ୍ଥ ସମାଜ – ସୀମାଞ୍ଚଳ ପଣ୍ଡା* *ଫୁଲ ଟିଏ ଦିଅ କରି – ସୀମାଞ୍ଚଳ ପଣ୍ଡା* *ଆ’ ସାଥୀ ଫେରିଆ – ସୀମାଞ୍ଚଳ ପଣ୍ଡା* *ଗଣତନ୍ତ୍ର ଆଜି ଯାଇଛି ଫସି-ସୀମାଞ୍ଚଳ ପଣ୍ଡା* *ଫେରିବ କି ରାମ ରାଜ୍ୟ – ସୀମାଞ୍ଚଳ ପଣ୍ଡା* *ମାନବିକତା – ସୀମାଞ୍ଚଳ ପଣ୍ଡା* *ଭାଙ୍ଗି ଦିଅନା ମୋ ହୃଦୟ – ସୀମାଞ୍ଚଳ ପଣ୍ଡା* *ପାରିବାରିକ କଳହ – ସୀମାଞ୍ଚଳ ପଣ୍ଡା* *LOST IN SENSE- Dr.Prasana Kumar Dalai* *MADE FOR EACH OTHER -Dr.Prasana Kumar Dalai* *The current of time –  Alekha Prasad Moharana*

🐚ଶାମୁକା ସାଜିଛି ମନର ସାଥୀ 🐌– ଅନିରୁଦ୍ଧ ତିଆଡିି

🐚ଶାମୁକା ସାଜିଛି ମନର ସାଥୀ 🐌

ସମୁଦ୍ର କୂଳରେ ଏକା ଏକା ବସି
ଭାବୁଥିଲି କେତେ କଥା ,
ସମୁଦ୍ର ଭିତରୁ ସାମୁକାଟେ ଆସି
ଭାଙ୍ଗିଦେଲା ନୀରବତା ।

ଶାମୁକା କହିଲା ମନ ଦେଖି ମୋର
ମନ ଅଛି ତମ କଷ୍ଟ ,
ତମ କଷ୍ଟ ଦେଖି ସହି ମୁଁ ନପାରି
କୂଳକୁ ଆସିଲି ସ୍ପଷ୍ଟ ,

କହିଲି ମୁଁ ଖୋଲି ମନର କଥାକୁ
ଶାମୁକା ର କାନେ କାନେ,
ଶାମୁକା ଆଖିରୁ ଲୁହ ଝରିଗଲା
କଷ୍ଟ ହେଲାକି ତା ମନେ ।

ଭଲ ପାଉଥିଲି ମନ ପ୍ରାଣ ଦେଇ
ହୃଦୟ ଟା ମୋର ନିରୀହ,
ନିରୀହ ମନ ର ଫାଇଦା ସେ ନେଲା
ଦେଇଗଲା ଖାଲି ଜହର ।

✍️ଅନିରୁଦ୍ଧ ତିଆଡିି ✍️
ବାଲେଶ୍ୱର ଅଡ଼ା (ମାଣିତ୍ରିି )
ମୋ – 7735184098

 178 total views,  1 views today

Leave a Reply

Your email address will not be published. Required fields are marked *