March 21, 2023
11 11 11 AM
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
Latest Post
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ

ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ

ସପ୍ତସ୍ୱରରେ ଜୀବନ

ଶୋକର ସାଗରେ ଉବୁଟୁବୁ ବେଳେ
କେହି ନ ହୋଇଲେ ସାହା
ସେହି ସମୟରେ ସଙ୍ଗୀତ କେବଳ
ଥାଏ ଏକମାତ୍ର ରାହା ।

ବେଳେବେଳେ ଆତ୍ମା ହୃଦୟ ପାଇଁକି
ହୁଅଇ ଲୋଡା ସଙ୍ଗୀତ
ସୁପ୍ତ ସପ୍ତପ୍ରାଣେ ଶକ୍ତିକୁ ସଞ୍ଚାରୀ
କରଇ ସେ ଜାଗ୍ରତ ।

ରଣକ୍ଷେତ୍ରେ ଯେବେ ଲଢିବାକୁ ହୁଏ
ପ୍ରଥମେ ଥାଏ ସଙ୍ଗୀତ
ସେଇ ସଙ୍ଗୀତର ପରାଭବ ପାଇ
ଜିଣି ପାରେ ସେ ଜଗତ ।

କୋକିଳର କୁହୁ କୁହୁ ତାନ ଶୁଣି
ହୁଅଇ ମନ ଅଧିର
ପ୍ରକୃତି ଦେବୀର ପ୍ରତିଟି ଛନ୍ଦରେ
ରହିଅଛି ସପ୍ତସ୍ବର ।

ସଙ୍ଗୀତର ବିନା ଶୂନ୍ୟ ଏ ଜୀବନ
ଶୂନ୍ୟ ଲାଗେ ସବୁକିଛି
ନିଃସଙ୍ଗ ବେଳରେ ଫଗୁଣ ଆଣି ସେ
ଫଲ୍ଗୁ ଦେଇଥାଏ ବିଞ୍ଚି ।

ଲକ୍ଷ୍ମୀପ୍ରିୟା ସେଠୀ
ଦେଉଳି,ଯାଜପୁର

 45 total views,  1 views today

Leave a Reply

Your email address will not be published. Required fields are marked *