February 09, 2023
11 11 11 AM
ଗୁରୁ–ମଧୁସ୍ମିତା ରାଉତ
ଅଳସ ଆଖିରେ ସୁଖ ସପନ -ସୀମାଞ୍ଚଳ ପଣ୍ଡା
କେମିତି ଅଛ ମକର – ଭାସ୍କର ରାଉତ 
ତୁ – ହେମନ୍ତ କୁମାର ସାହୁ
ଚାଁଟି ଗୁଁଡ଼ିଆ ଉପାଖ୍ଯାନ୍‌ – ଗଅଁଲିଆ କବି ସୁଧୀର୍‌ ପଂଡା
ଅବାଗିଆ ମନ, ହୁଅ ସଚେତନ – ଜୟ କୁମାର ମିଶ୍ର
ପ୍ରିୟା ତୁମେ.. ତୁମେ.. – ତପନ କୁମାର ସ୍ୱାଇଁ
ନୂଆ ଯୁଗର ଛୁଆ – ଅଶୋକ କୁମାର ପତି
ତୁ –  ମନୋଜ କୁମାର ଦାସ
ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର
ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ
ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା 
ଭାବର୍ ଡୋର୍ – ଅଭୟ ସରାପ୍
ଯେସାକୁ ତେସା – ଭାସ୍କର ରାଉତ
ନଟବର କ’ଣ ଖବର – ଜୁମର ନାଥ ପାତ୍ର
ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର
ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ 
ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ
ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ
ହୃଦୟର ଗୀତି-ଜୟଶ୍ରୀ ଖଟୁଆ
Latest Post
ଗୁରୁ–ମଧୁସ୍ମିତା ରାଉତ ଅଳସ ଆଖିରେ ସୁଖ ସପନ -ସୀମାଞ୍ଚଳ ପଣ୍ଡା କେମିତି ଅଛ ମକର – ଭାସ୍କର ରାଉତ  ତୁ – ହେମନ୍ତ କୁମାର ସାହୁ ଚାଁଟି ଗୁଁଡ଼ିଆ ଉପାଖ୍ଯାନ୍‌ – ଗଅଁଲିଆ କବି ସୁଧୀର୍‌ ପଂଡା ଅବାଗିଆ ମନ, ହୁଅ ସଚେତନ – ଜୟ କୁମାର ମିଶ୍ର ପ୍ରିୟା ତୁମେ.. ତୁମେ.. – ତପନ କୁମାର ସ୍ୱାଇଁ ନୂଆ ଯୁଗର ଛୁଆ – ଅଶୋକ କୁମାର ପତି ତୁ –  ମନୋଜ କୁମାର ଦାସ ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା  ଭାବର୍ ଡୋର୍ – ଅଭୟ ସରାପ୍ ଯେସାକୁ ତେସା – ଭାସ୍କର ରାଉତ ନଟବର କ’ଣ ଖବର – ଜୁମର ନାଥ ପାତ୍ର ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ  ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ ହୃଦୟର ଗୀତି-ଜୟଶ୍ରୀ ଖଟୁଆ

ଶ୍ରୀମଦ ଭାଗବତ — ଅନିତା ବିଶ୍ୱାଳ

🌼 ଶ୍ରୀମଦ ଭାଗବତ🌼

 

✍️ହିନ୍ଦୁ ଧର୍ମର ଆରାଧ୍ୟ ଦେବତା ଜଗନ୍ନାଥ ।ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ ଶ୍ରୀମଦ ଭାଗବତ ଏକ ପୁଣ୍ୟ ଗ୍ରନ୍ଥ କହିଲେ ଅତ୍ୟୁକ୍ତି ହେବନାହିଁ ‌। ପ୍ରାଚୀନ କାଳରେ ଲୋକ ବିଶ୍ୱାସ ଥିଲା ଯେ ନିଜ ଛୁଆ ମାନଙ୍କୁ ଦି ଅକ୍ଷର ପାଠ ପଢାଇଲେ ସେମାନଙ୍କ ଶେଷ ସମୟରେ ଦିପଦ ଭାଗବତ ଶୁଣିଲେ ସ୍ବର୍ଗ ପ୍ରାପ୍ତି ହୁଏ ବୋଲି ବିଶ୍ବାସ ଥିଲା । ପ୍ରତ୍ୟେକ ଗ୍ରାମରେ ଏକ ଭାଗବତ ଟୁଙ୍ଗି ରହିଥିଲା ଗ୍ରାମରେ ସନ୍ଧ୍ୟା ବେଳକୁ ସବୁ ଲୋକ ନିଜ ର କାମ ସାରି ଭାଗବତ ପୁରାଣ ଶୁଣିବା ପାଇଁ ଏକଜୁଟ ହୁଅନ୍ତୁ । ଭାଗବତ ଶୁଣିଲେ ମନ ,ଆତ୍ମ କୁ ଶାନ୍ତି ମିଳିଥାଏ। ତେଣୁ ଭାଗବତ ଟୁଙ୍ଗୀ ସବୁ ଦିନ ପାଠ କଲେ ପୁଣ୍ୟ ପ୍ରାପ୍ତି ହୋଇଥାଏ।

ନାମ_ ଅନିତା ବିଶ୍ଵାଳ ।

ସହର _ରାଉରକେଲା ।🌼

 398 total views,  1 views today

One thought on “ଶ୍ରୀମଦ ଭାଗବତ — ଅନିତା ବିଶ୍ୱାଳ

Leave a Reply

Your email address will not be published. Required fields are marked *