September 24, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*Lets talk with young and multitalented Ink slinger Satyaranjan Ghiwalla ,hails from Dhenkanal for SLF Literary Youth Icon Award contest-. 2022* 

*Lets talk with young and multitalented Ink slinger Satyaranjan Ghiwalla ,hails from Dhenkanal for SLF Literary Youth Icon Award contest-. 2022* 

ନାମ – ଶ୍ରୀ ସତ୍ୟରଞ୍ଜନ ଘିୱାଲା
ପିତାଙ୍କ ନାମ- ଶ୍ରୀଯୁକ୍ତ ବାବୁଲାଲ୍ ଘିୱାଲା
ମାତାଙ୍କ ନାମ-ଶ୍ରୀମତୀ ଗୀତାଞ୍ଜଳି ଘିୱାଲା
ଜନ୍ମ ତାରିଖ-04/04/2000
ଘର ଠିକଣା-ମୁଣ୍ଡିଆସାହି,, ତାଳବରକୋଟ,,ଢେଙ୍କାନାଳ
ଶିକ୍ଷାଗତ ଯୋଗ୍ୟତା-+3 ପ୍ରାଣୀବିଜ୍ଞାନ
ଇମେଲ ଠିକଣା

ghiwallasatyaranjan@gmail.com

Facebook/ ମୁଖପୁସ୍ତିକା-: 

https://www.facebook.com/profile.php?id=100077333685434

ଶ୍ରଦ୍ଧେୟ ସତ୍ୟରଞ୍ଜନ !

୧ – ଲେଖାଲେଖି କରିବା ପାଇଁ ଆପଣ କିପରି ଆଗ୍ରହୀ ହେଲେ ଏବଂ କ’ଣ ଏପରି ଘଟଣା ଦୁର୍ଘଟଣା ଅବା ଅନୁଭୂତି ଆପଣଙ୍କୁ ଲେଖିବା ପାଇଁ ପ୍ରେରଣା ଯୋଗାଇଲା, ତାହା ବିଷୟରେ କିଛି ମତାମତ ରଖିବାକୁ ଅନୁରୋଧ ।

*ମୋ ଶୁଆ କୁ ଦେଖି ପ୍ରଥମ ଥର ମୋ ମନ ରେ କବିତା ଆସିଥିଲା ଅଷ୍ଟମ ଶ୍ରେଣୀ ରେ

୨ – ଆପଣ କିପରି ଭାବେ ଲେଖା ସହ ପାଠପଢ଼ା  ତଥା ସାମାଜିକ ଜୀବନର ସର୍ବସମତା ରକ୍ଷା କରନ୍ତି ?
*.ସମୟ ପାଇଲେ ଖୁବ୍ ମନ ଭରି ଲେଖେ ପ୍ରାୟତଃ ରାତ୍ର ସମୟରେ
୩ – ଲେଖିବା ନିମନ୍ତେ କେହି ଆପଣଙ୍କୁ ସାହାଯ୍ୟ କରନ୍ତି କି / ପଥ ପ୍ରଦର୍ଶନ କରନ୍ତି କି / ଭୁଲ୍, ଠିକ୍ ସୂଚନା ଦେଇ ଆଗକୁ ଯିବାକୁ କେହି ପ୍ରେରଣା ଦେଇଛନ୍ତି କି..? ଯଦି ହଁ , ଆପଣ ତାଙ୍କ ସହ କିପରି ପରିଚିତ ହେଲେ ଅବା ତାଙ୍କର କିପରି ସାହାଯ୍ୟ ନେଲେ ସେ ସମ୍ପର୍କରେ କିଞ୍ଚିତ ମତାମତ ରଖନ୍ତୁ ।
*ବାବା ହିଁ ଶୁଆ କବିତା ଟି ପଢି ଖୁସି ହୋଇଥିଲେ ଓ ଖବର କାଗଜରେ  ପ୍ରକାଶ ପାଇଁ ଦେଇଥିଲେ ।

୪ – ଆପଣ ଏକ ଲେଖାକୁ ଆରମ୍ଭ କରିବା ପୂର୍ବରୁ କେଉଁ ସବୁ ବିଷୟ ପ୍ରତି ବିଶେଷ ଭାବରେ ଧ୍ୟାନ ଦିଅନ୍ତି ? ଲେଖାଟିକୁ ଲେଖି ସାରିବା ପରେ କଣ ସବୁ ଇଚ୍ଛା ରଖନ୍ତି ?
*ମୁଁ ପ୍ରଥମେ  ଧ୍ୟାନ ଦିଏ ଲେଖା ଟି କେଉଁ ବିଷୟରେ ଲେଖିବି ଓ ସତ କହିବାକୁ ଗଲେ ମୋ ଲେଖାଟିକୁ ଅନ୍ୟ କେହି ପଢି ଖୁସି ହେଲେ ମତେ ବହୁତ୍ ଭଲ ଲାଗେ।

୫ – ଜଣେ ଯୁବ ଲେଖକ / ଲେଖିକା ଭାବେ ଆପଣଙ୍କ ଜୀବନର ସବୁଠାରୁ ବଡ଼ ଅନୁଭୂତି କ’ଣ ରହିଛି .. ?
*ଅନୁଭୂତି ତ ସେମିତି ବହୁତ୍ ଅଛି ବାସ୍ ଆଜି କାଲିର ପରିସ୍ଥିତି କୁ ଦେଖି ଅନୁଭବ କରି ହିଁ କିଛି ଲେଖେ।

୬ – “ସାହିତ୍ୟର ସ-ହିତରେ ରହିବା ସହ ସୃଜନ ମନସ୍କ ହୋଇ କିଛି ଲେଖିବା ପାଇଁ ବୟସ ଗୁରୁତ୍ୱପୂର୍ଣ୍ଣ ନୁହେଁ ବରଂ ଅନୁଭବ , ଅନୁଭୂତି , ପୁସ୍ତକ ପଠନ, ଗଭୀର ମନନ ତଥା ଚିନ୍ତନର ଆବଶ୍ୟକତା ଥାଏ।” – ଆପଣଙ୍କ ମତରେ ଏହି ମନ୍ତବ୍ୟଟି କ’ଣ ଠିକ ..! ଯଦି ହଁ , ତେବେ କାହିଁକି ..? ତାହାର ଉତ୍ତର ରଖିବାକୁ ଅନୁରୋଧ ।
*ସମ୍+ହିତ=ସାହିତ୍ୟ ସବୁ କ୍ଷେତ୍ର ରେ ବୟସ୍କ ହିଁ  ଗୁରୁତ୍ୱପୂର୍ଣ୍ଣ ସେମାନଙ୍କର ଅନୁଭବ ରୁ ହିଁ ଆମକୁ ବହୁତ୍ କିଛି ଶିଖିବାକୁ ମିଳିଥାଏ

୭ – ତୁମର ପ୍ରିୟ କବି/ଲେଖକ/ଗାଳ୍ପିକ କିଏ ? ସେ କ’ଣ ଏବେ ଏହି ଧରାପୃଷ୍ଠରେ ଜୀବିତ ଅଛନ୍ତି ନା ଇହଧାମ ତ୍ୟାଗ କରି ସାରିଛନ୍ତି ..?
*.ମୋର ପ୍ରିୟ କବି ହେଲେ ଶ୍ରୀ ନନ୍ଦ କିଶୋର ବଳ ସେ ସର୍ବଦା ପ୍ରକୃତି ବିଷୟରେ ହିଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ଆମ ଆଗରେ ଉପସ୍ଥାପନ କରିଥାନ୍ତି ।

୮ – ତୁମ ପ୍ରିୟ କବି/ଲେଖକ/ଗାଳ୍ପିକ ମାନଙ୍କର ନାମ ତଥା ସେମାନଙ୍କର ପୁସ୍ତକ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିବାକୁ ଅନୁରୋଧ ।
*ରହ ଆରେ କାଠୁରିଆ ନ ପକାଅ ହାଣି

୯ – ଆପଣଙ୍କ ବାପା/ମାଆ, ବନ୍ଧୁ/ପରିବାର ବର୍ଗ ଲେଖାଲେଖିକୁ କେତେ ମାତ୍ରାରେ ପ୍ରୋତ୍ସାହିତ କରନ୍ତି ..? ତଥା ସେମାନେ କେଉଁ ପ୍ରକାରର ଲେଖା ଲେଖିବା ପାଇଁ ଅଧିକ ମାତ୍ରାରେ ପ୍ରେରଣା ଯୋଗାନ୍ତି ..? ଉତ୍ତର ରଖିବେ ବୋଲି ଆଶା ।
*ଅନେକ ଖୁସି ହୁଅନ୍ତି ଓ ଆଗକୁ ଆହୁରି ଏପରି ଲେଖିବାକୁ ମଧ୍ୟ ପ୍ରେରଣା ଯୋଗାଇଥାନ୍ତି।

୧୦ – ଆପଣଙ୍କ ମତରେ ଲେଖିବା ପାଇଁ ସବୁଠାରୁ କଷ୍ଟକର କ’ଣ ହୋଇଥାଏ ..?
*.ଲେଖିବା ପାଇଁ କିଛି ବି କଷ୍ଟ ନୁହେଁ ମୁଁ ମୋ ଅନୁଭୁତି ରୁ ଏତିକି କହିବି ଯେ ଲେଖିବା ପାଇଁ ଆମେ ଯାହା ଭାବୁଛେ ତାହାକୁ ସରସ ସୁନ୍ଦର ଭାବେ ପଦ୍ୟ ଆକାରରେ ପ୍ରକାଶ କରିବା ହିଁ କବିତା।

୧୧ – ଆପଣ ମୁଖ୍ୟତଃ ସାହିତ୍ୟର କେଉଁ କେଉଁ ବିଭାଗରେ ଲେଖାଲେଖି କରନ୍ତି ..?

*.  ପ୍ରେମ ,,ଦୁଃଖ ,,ପ୍ରକୃତି

୧୨ – ଆପଣଙ୍କର କିଛି ପୁସ୍ତକ ପ୍ରକାଶିତ ହୋଇଛି କି ଅବା ପ୍ରକାଶିତ ହେବା ପାଇଁ ଅପେକ୍ଷାରେ ରହିଛି କି ..? ଯଦି ହଁ.., ତେବେ  ସେହି ପୁସ୍ତକରେ କେଉଁ ସବୁ ବିଷୟ ଉପରେ ବିଶେଷ ଭାବରେ ଆଲୋକପାତ କରିଛନ୍ତି ଯାହା ଫଳରେ ତାହା ପାଠକାଦୃତି ଲାଭ କରିବ ବୋଲି ଇଚ୍ଛା ବାଢ଼ୁଛନ୍ତି ତାହା ନିଶ୍ଚିତ ଜଣାଇବେ ।
                     କିମ୍ବା
ଆପଣଙ୍କ ର ପୁସ୍ତକ ଅବା ସଙ୍କଳନ ଯଦି ଭବିଷ୍ୟତରେ ପ୍ରକାଶିତ ହୁଏ , ସେଥିରେ କେଉଁ ସବୁ କଥା ଉପସ୍ଥାପନ କରିବେ ଯାହା ପାଠକ ମାନଙ୍କ ମନରେ ସ୍ୱତନ୍ତ୍ର ପ୍ରଭାବ ସୃଷ୍ଟି କରି ପାରିବ ବୋଲି ଭାବୁଛନ୍ତି ତାହା ବ୍ୟକ୍ତ କରିବାକୁ ଅନୁରୋଧ ।

*.ହଁ

୧୩ –  ସୂର୍ଯ୍ୟୋଦୟ ଭାଷା ସାହିତ୍ୟ ପ୍ରତିଷ୍ଠାନ ସମ୍ପର୍କରେ କେଉଁ ସବୁ  କଥା ଆପଣଙ୍କୁ ପ୍ରଭାବିତ କରି ପାରିଛି ..?

*.ଏହା ବିଶ୍ୱସ୍ତରରେ ପରିଚିତ ଏହା ମତେ ବହୁତ୍ ଖୁସି ଓ ଗର୍ବ ଲାଗେ।

୧୪ – ବିଶ୍ୱକବି ସଙ୍ଗଠନ, ଇଟାଲୀ ତଥା ବିଶ୍ୱ ଲେଖକ ସଙ୍ଗଠନ , କାଜାକ୍ଷୀସ୍ଥାନ ଦ୍ଵାରା ପ୍ରେରିତ ସମସ୍ତ ନୀତି ନିୟମ ଏବଂ କଟକଣାକୁ ସମ୍ମାନ ଜଣାଇ ସୂର୍ଯ୍ୟୋଦୟ ପରିବାର ପ୍ରଯୋଜିତ ଯୁବ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ଆପଣ ସାମିଲ ହୋଇଛନ୍ତି, ଏକଥା ଆପଣ ଜାଣିଛନ୍ତି ତ ..?  ସେ ବିଷୟ ସମ୍ପର୍କିତ କିଛି ମତାମତ ରଖିବେ କି…!
*ହଁ ମୁଁ ଏଥିରେ ଗର୍ବିତ

୧୫ – ସୂର୍ଯ୍ୟୋଦୟ ଭାଷା ସାହିତ୍ୟ ପ୍ରତିଷ୍ଠାନ ପାଖରେ ଆପଣଙ୍କ କିଛି ଅଭିଯୋଗ ରଖିବେ କି..! ଅବା କିଛି ପରାମର୍ଶ ଦେବେ କି ..?
*ନା

୧୬–  ଆପଣଙ୍କ ମତରେ ଆପଣଙ୍କ ପାଇଁ ସାହିତ୍ୟ କଣ ? ଛୋଟ କବିତାଟିଏ ମାଧ୍ୟମରେ ପ୍ରକାଶ କରିବାକୁ ଅନୁରୋଧ ।
*ନିଜ ଅନୁଭୁତି ରୁ ଆବିର୍ଭାବ ହେଉଥିବା ଦଗ୍ଧିବୁତ ହେଉଥିବା ଜ୍ଵାଳା ଟିଏ

୧୭ – ସାହିତ୍ୟ ସାଧନାରେ ନିଜକୁ ବ୍ରତୀ ରଖି ଆପଣ କେଉଁ କେଉଁ ମାଧ୍ୟମରେ ସମାଜର ମଙ୍ଗଳ କରି ପାରିବେ ..?
*ସଠିକ୍ ତଥ୍ୟ ଲେଖି

୧୮ – ଆପଣଙ୍କ ମତରେ ପୁରସ୍କାର ବା କୌଣସି ପ୍ରକାର ପ୍ରୋତ୍ସାହନ ସାହିତ୍ୟ ସର୍ଜନା ଦିଗରେ ଆବଶ୍ୟକୀୟ ମନେ ହୁଏ କି..?
*ହଁ ନିଶ୍ଚିତ

୧୯ – ଯଦି ଜଣେ ପୁରସ୍କାର ପାଇବାରୁ ବଞ୍ଚିତ ରହେ, ତାହା ଦ୍ଵାରା ତା’ର ସୃଷ୍ଟି କରିବାର ଦକ୍ଷତା ଏବଂ ଅନ୍ତର୍ନିହିତ ପ୍ରତିଭା ପ୍ରଭାବିତ ହୁଏ କି..? ଆପଣଙ୍କ ନିଜସ୍ଵ ମତବ୍ୟକ୍ତ ପାଇଁ ଅନୁରୋଧ ।
*.ହଁ କିଛିଟା ମାତ୍ରାରେ କିନ୍ତୁ ତାହା ଚିରସ୍ଥାୟୀ ନୁହେଁ ଖୁବ୍ ଅଳ୍ପ ସମୟ

୨୦ – ସୂର୍ଯ୍ୟୋଦୟ ଭାଷା ସାହିତ୍ୟ ପ୍ରତିଷ୍ଠାନର ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜଣେ ଯୁବ ପ୍ରତିଭା ଭାବେ ନିଜ ପ୍ରତିଭାକୁ ବିଶ୍ୱ ଦରବାରରେ ଉପସ୍ଥାପନ କରିବାରେ ଆପଣଙ୍କୁ ସ୍ୱତନ୍ତ୍ର ସୁଯୋଗ ମିଳିଛି । କେତେ ମାତ୍ରାରେ ଖୁସି ତଥା ପ୍ରଭାବିତ ହୋଇଛନ୍ତି ତତ୍ ସମ୍ପର୍କିତ କିଛି କଥା ରଖିବାକୁ ଅନୁରୋଧ ।

* ହଁ ଅନେକ ଖୁସି ଲାଗୁଛି

ସୌଜନ୍ୟ- ସୂର୍ଯ୍ୟୋଦୟ ଭାଷା ସାହିତ୍ୟ ପ୍ରତିଷ୍ଠାନ
ଅଡା, ବାଲେଶ୍ଵର

Loading

Leave a Reply

Your email address will not be published. Required fields are marked *