February 08, 2023
11 11 11 AM
ଅଳସ ଆଖିରେ ସୁଖ ସପନ -ସୀମାଞ୍ଚଳ ପଣ୍ଡା
କେମିତି ଅଛ ମକର – ଭାସ୍କର ରାଉତ 
ତୁ – ହେମନ୍ତ କୁମାର ସାହୁ
ଚାଁଟି ଗୁଁଡ଼ିଆ ଉପାଖ୍ଯାନ୍‌ – ଗଅଁଲିଆ କବି ସୁଧୀର୍‌ ପଂଡା
ଅବାଗିଆ ମନ, ହୁଅ ସଚେତନ – ଜୟ କୁମାର ମିଶ୍ର
ପ୍ରିୟା ତୁମେ.. ତୁମେ.. – ତପନ କୁମାର ସ୍ୱାଇଁ
ନୂଆ ଯୁଗର ଛୁଆ – ଅଶୋକ କୁମାର ପତି
ତୁ –  ମନୋଜ କୁମାର ଦାସ
ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର
ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ
ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା 
ଭାବର୍ ଡୋର୍ – ଅଭୟ ସରାପ୍
ଯେସାକୁ ତେସା – ଭାସ୍କର ରାଉତ
ନଟବର କ’ଣ ଖବର – ଜୁମର ନାଥ ପାତ୍ର
ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର
ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ 
ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ
ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ
ହୃଦୟର ଗୀତି-ଜୟଶ୍ରୀ ଖଟୁଆ
ସାଧାରଣତନ୍ତ୍ର ଦିବସ-ସୁଶ୍ରୀ ଶୁଭସ୍ମିତା ମହାନ୍ତି
Latest Post
ଅଳସ ଆଖିରେ ସୁଖ ସପନ -ସୀମାଞ୍ଚଳ ପଣ୍ଡା କେମିତି ଅଛ ମକର – ଭାସ୍କର ରାଉତ  ତୁ – ହେମନ୍ତ କୁମାର ସାହୁ ଚାଁଟି ଗୁଁଡ଼ିଆ ଉପାଖ୍ଯାନ୍‌ – ଗଅଁଲିଆ କବି ସୁଧୀର୍‌ ପଂଡା ଅବାଗିଆ ମନ, ହୁଅ ସଚେତନ – ଜୟ କୁମାର ମିଶ୍ର ପ୍ରିୟା ତୁମେ.. ତୁମେ.. – ତପନ କୁମାର ସ୍ୱାଇଁ ନୂଆ ଯୁଗର ଛୁଆ – ଅଶୋକ କୁମାର ପତି ତୁ –  ମନୋଜ କୁମାର ଦାସ ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା  ଭାବର୍ ଡୋର୍ – ଅଭୟ ସରାପ୍ ଯେସାକୁ ତେସା – ଭାସ୍କର ରାଉତ ନଟବର କ’ଣ ଖବର – ଜୁମର ନାଥ ପାତ୍ର ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ  ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ ହୃଦୟର ଗୀତି-ଜୟଶ୍ରୀ ଖଟୁଆ ସାଧାରଣତନ୍ତ୍ର ଦିବସ-ସୁଶ୍ରୀ ଶୁଭସ୍ମିତା ମହାନ୍ତି

*ଆଶ୍ଚର୍ଯ୍ୟ — ପ୍ରସନ୍ନ କୁମାର ସାହୁ*

 

ଆଶ୍ଚର୍ଯ୍ୟ,,,,,,,,,

ମୁଁ,
ହୁଏ,
ଆଶ୍ଚର୍ଯ୍ୟ,
ଶୁଣିବାକୁ,
ମନ ମାଲିନ୍ୟା,
ସ୍ଵାମୀ ସ୍ତ୍ରୀ ମଧ୍ୟାରେ,
ପ୍ରାୟ ଅଳପ ବହୁତ୍,
ଯେ ନିବିଡ କରେ ସମ୍ପର୍କ,
ଉଭୟ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ।

ମୁଁ,
କିନ୍ତୁ,
ପାଇନି,
ସେ ସୁଯୋଗ,
ସେ ସମ୍ପର୍କ କୁ,
ନିବିଡ କରିବା,
ଆମ ଝଗଡା ପରେ,
ଦୀର୍ଘ କୋଡିଏ ବର୍ଷରେ,
ଶୌ ଭାଗ୍ୟ କି ନାହିଁ ଜାଣିନାହିଁ।
ମୁଁ,
କିନ୍ତୁ,
ଆଶ୍ଚର୍ଯ୍ୟ,
ଏଥିପାଇଁ,
ରାଗିଥିଲି ମୁଁ,
ଅନେକ ସମୟେ, ତୁମଠି ଅକାରଣେ,
ସୁଯୋଗ ପାଇ ନଥିଲି,
ମନ ମାଳିନ୍ୟ କରିବାକୁ,
ଯାହା ଭାବି ଆଶ୍ଚର୍ଯ୍ୟ ଲାଗେ।

ପ୍ରସନ୍ନ କୁମାର ସାହୁ
ବ୍ରହ୍ମପୁର।

 854 total views,  1 views today

Leave a Reply

Your email address will not be published. Required fields are marked *