September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ସ୍ୱାର୍ଥପର* — ଦୀପଶିଖା ପ୍ରଧାନ

🍃 *ସ୍ୱାର୍ଥପର* 🍃
===============
ନାଲି ଗୋଡ଼ି ପକା ସଡ଼କରେ
ତତାଣିଆ ଖରାବେଳଟାରେ
ପଦଯାତ୍ରା କରି ଥକି ଯାଇ
ଅବଶ ଦେହଟି ମୋର,
ଖୋଜୁଥିଲା ଟିକେ ଛାଇ ||

କିନ୍ତୁ,

ଯେ’ଠି ବିଚରା ପଥର ଏକେଲାପଣ
ଦୂର କରିବାକୁ ନାହିଁ ଛୋଟ ଗୋଟେ ତୃଣ
ସେଠି ମୋର ଛାଇ ଖୋଜିବା,
ମୁର୍ଖାମି ନୁହେଁ ତ ଆଉ କ’ଣ ?

ଅଳପ ସମୟ ପାଇଁ
ମିଛରେ ସାଥୀଟେ ହୋଇ
ଏକାକରି ତାକୁ ଛାଡ଼ି ଆସିଲି ମୁଁ ପୁଣି,

ହୃଦ କୁ ମୋ ଆନ୍ଦୋଳିତ
କରିଦେଉଥିଲା ସତ
ତା’ର ସେଇ କରୁଣ ଚାହାଣି ||

ସ୍ୱାର୍ଥ ସରିଗଲା ପରେ ଦୁନିଆ ରୀତିରେ ମାତି
ଭୁଲିଗଲି ଦୁଃଖ ସବୁ ତା’ର,

ଘରେ ପହଞ୍ଚିଲା ପରେ ପଙ୍ଖା ଖୋଲି ବସି ଗଲି
ଦେହ ଥଣ୍ଡା କରିବାକୁ ମୋର ||

ସତରେ, ମୁଁ କେଡ଼େ ସ୍ୱାର୍ଥପର !!!

=====================
ଦୀପଶିଖା ପ୍ରଧାନ
ଗଉଡ଼ପଦା ପାଟଣା, ବାଙ୍କୀ, କଟକ

Loading

2 thoughts on “*ସ୍ୱାର୍ଥପର* — ଦୀପଶିଖା ପ୍ରଧାନ

  1. The watch has a long standby time and can monitor heart rate around the clock. The leather strap is very comfortable, titanium alloy material and sapphire glass are very high-end, and overall it is very good. That is, the watch page is not very satisfactory for the time being. I hope it can be updated later.

Leave a Reply

Your email address will not be published. Required fields are marked *