April 19, 2024
11 11 11 AM
ମାଆ–ମଧୁସ୍ମିତା ମିଶ୍ର
ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
Latest Post
ମାଆ–ମଧୁସ୍ମିତା ମିଶ୍ର ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ *ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023

*ସ୍ୱାର୍ଥପର* — ଦୀପଶିଖା ପ୍ରଧାନ

🍃 *ସ୍ୱାର୍ଥପର* 🍃
===============
ନାଲି ଗୋଡ଼ି ପକା ସଡ଼କରେ
ତତାଣିଆ ଖରାବେଳଟାରେ
ପଦଯାତ୍ରା କରି ଥକି ଯାଇ
ଅବଶ ଦେହଟି ମୋର,
ଖୋଜୁଥିଲା ଟିକେ ଛାଇ ||

କିନ୍ତୁ,

ଯେ’ଠି ବିଚରା ପଥର ଏକେଲାପଣ
ଦୂର କରିବାକୁ ନାହିଁ ଛୋଟ ଗୋଟେ ତୃଣ
ସେଠି ମୋର ଛାଇ ଖୋଜିବା,
ମୁର୍ଖାମି ନୁହେଁ ତ ଆଉ କ’ଣ ?

ଅଳପ ସମୟ ପାଇଁ
ମିଛରେ ସାଥୀଟେ ହୋଇ
ଏକାକରି ତାକୁ ଛାଡ଼ି ଆସିଲି ମୁଁ ପୁଣି,

ହୃଦ କୁ ମୋ ଆନ୍ଦୋଳିତ
କରିଦେଉଥିଲା ସତ
ତା’ର ସେଇ କରୁଣ ଚାହାଣି ||

ସ୍ୱାର୍ଥ ସରିଗଲା ପରେ ଦୁନିଆ ରୀତିରେ ମାତି
ଭୁଲିଗଲି ଦୁଃଖ ସବୁ ତା’ର,

ଘରେ ପହଞ୍ଚିଲା ପରେ ପଙ୍ଖା ଖୋଲି ବସି ଗଲି
ଦେହ ଥଣ୍ଡା କରିବାକୁ ମୋର ||

ସତରେ, ମୁଁ କେଡ଼େ ସ୍ୱାର୍ଥପର !!!

=====================
ଦୀପଶିଖା ପ୍ରଧାନ
ଗଉଡ଼ପଦା ପାଟଣା, ବାଙ୍କୀ, କଟକ

Loading

2 thoughts on “*ସ୍ୱାର୍ଥପର* — ଦୀପଶିଖା ପ୍ରଧାନ

  1. The watch has a long standby time and can monitor heart rate around the clock. The leather strap is very comfortable, titanium alloy material and sapphire glass are very high-end, and overall it is very good. That is, the watch page is not very satisfactory for the time being. I hope it can be updated later.

Leave a Reply

Your email address will not be published. Required fields are marked *