Aug
2022
16
*ରେଳ ଉପରେ ଚିଲିକା ଦର୍ଶନ–ଗୋପବନ୍ଧୁ ଦାସ*
*ରେଳ ଉପରେ ଚିଲିକା ଦର୍ଶନ* *ଗୋପବନ୍ଧୁ ଦାସ* ରହ ରହ କ୍ଷଣେ ବାଷ୍ପୀୟଶକଟ, ଦେଖିବି ଚିଲିକା ଚାରୁ ଚିତ୍ରପଟ । ଚିତ୍ର ମଣେ ଯେଣୁ ନାହିଁ ଅନୁଭବ, ବାସ୍ତବ ବିଶ୍ୱେ କି ଏ ଛବି ସମ୍ଭବ ? ନୀଳ ବୀଚିମାଳା ଧୀରେ ଧୀରେ ଯାଏ, ଲାଗଇ ସ୍ୱପନେ ଦେଖିଲା ପରାଏ । ସନ୍ତରନ୍ତି ବକ୍ଷେ ପକ୍ଷୀ ଦଳ ଦଳ,