Nov
2022
26
“ଝିଅ”–ଦେବଜ୍ଯୋତି ଅବିନାଶ
“ଝିଅ” ଖଟ ଉପରେ ସେମିତି ଶୋଇ ରହିଥାନ୍ତି ହରିହର ବାବୁ। ବୟସ ୮୦ ଉପରେ। ୨ ବର୍ଷ ହେଲା ଶରୀର ଅଚଳ। ତାଙ୍କୁ ଖୁଆଇ ଦେଇ ସାରି ଅରୁଣିମା ଯାଇଛି ରୋଷେଇ ଘରକୁ, କ୍ଷୀର ଗରମ କରି ଆଣିବ ବୋଲି। ଅରୁଣିମା ତାଙ୍କର ଗୋଟିଏ ବୋଲି ଝିଅ, ତିନି ଭାଇ ଭଉଣୀ ଭିତରୁ ସବୁଠୁ ସାନ। କ୍ଷୀର ନେଇ