Sep
2023
6
ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍

ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍ ସୂର୍ଯ୍ୟୋଦୟ ଲିଟେରାରୀ ଫାଉଣ୍ଡେସନ, କଳିଙ୍ଗ ବିହାର ଭୁବନେଶ୍ୱର ପକ୍ଷରୁ ପବିତ୍ର ଗୁରୁ ଦିବସ ଅବସରରେ ଅତ୍ୟନ୍ତ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଏକ ଆଭାସୀ ସଭା ତଥା କବିତା ପାଠୋତ୍ସଵ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ସେଠୀ ସଭାରେ ଅଧ୍ୟକ୍ଷତା କରିଥିବା ବେଳେ