March 20, 2023
11 11 11 AM
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ
କବିତା – ଡଃ ପ୍ରିୟମ୍ବଦା ସାମଲ
ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା 
ଫଗୁଣ – ମିନତି ଦାଶ
Latest Post
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ କବିତା – ଡଃ ପ୍ରିୟମ୍ବଦା ସାମଲ ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା  ଫଗୁଣ – ମିନତି ଦାଶ

*ବାରଣକୁ ବରଣ–ଶୁଭଶ୍ରୀ ସୁଚରିତା ଇନ୍ଦୁରେଖା ନାୟକ*

ବାରଣକୁ ବରଣ
———————

ଆଶା ଜିଜ୍ଞାସାର ଅନ୍ତରାଳେ
ଅନେକ ସ୍ବପ୍ନ ଆଜି
ହୃଦୟ ସହର ଛାଡି
ପଳାତକ ସାଜିଛନ୍ତି
ଅନେକ ଅସମାହିତ ପ୍ରଶ୍ନ
ଉତ୍ତର ଖୋଜିଖୋଜି
କ୍ଲାନ୍ତ,ନୟାନ୍ତ ଓ ବିଶ୍ରାମରତ

ନିରବତାର ପାହାଡତଳେ ଚାପିହୋଇ
ବିଶ୍ୱାସ ଆଜି ବିଧ୍ୱସ୍ତ ଓ ବିପର୍ଯ୍ୟସ୍ତ
ଅନେକ ସମୟର ଅପେକ୍ଷା
ଉପେକ୍ଷାରେ ଉପନୀତ ହେଲାପରେ
ଏ ଭରଷା ଭର୍ଚ୍ଛନାର ରୂପ ନେଇଛି
ଆଉ ଏ ମନ…..
ଅନେକ କାରଣ ଅନ୍ୱେଷଣ ପରେବି
ସନ୍ତୋଷଜନକ କାରଣ ଅଭାବରେ
ଏବେ କିଛି ବାରଣକୁ ବରଣ କରିନେଇଛି ।

ଶୁଭଶ୍ରୀ ସୁଚରିତା ଇନ୍ଦୁରେଖା ନାୟକ,
ଭଦ୍ରକ,

 667 total views,  1 views today

Leave a Reply

Your email address will not be published. Required fields are marked *