March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ହେ ଲୀଳାମୟ ଠାକୁର..–ପ୍ରଶାନ୍ତ କୁମାର ଶତପଥୀ*

🙏ହେ ଲୀଳାମୟ ଠାକୁର.. 🙏

ଜଗତ କରତା ହେ ବଡ଼ ଠାକୁର
ମନରେ କଲକି ରୋଷ,
ବିନା ଭକତରେ ମନ୍ଦିରେ ରହୁଛ
ରଙ୍ଗ ଅଧରରେ ହସ l
ଭକତର ପାଇଁ ଦେହେ ପୀଡା ପାଇ
ଅଣସର ଘରେ ରୁହ,
ଜ୍ୱରର ପ୍ରକୋପେ ଶରୀର ଅସୁସ୍ଥ
କେତେ କଷ୍ଟ ପ୍ରଭୁ ସହ l
ଭକତର ବନ୍ଧୁ ଭକତ ସୋଦର
କେତେ ନାମ ଅଛ ବହି,
ବିନା ଭକତରେ ଘୋଷଯାତ୍ରା କଲେ
ପାରିବକି ପ୍ରଭୁ ସହି l
ଘୋଷଯାତ୍ରା ବେଳେ ରଥର ଉପରେ
ଦରଶନେ ଥାଏ ମନ ,
କୋଟିଏ ପାପରୁ ମୁକତି ମିଳଇ
ହୁଏ ନାହିଁ ଆଉ ଜନ୍ମ l
ମାୟାଧର ପ୍ରଭୁ ମାୟା କରିଦିଅ
ସବୁ ହୋଇଯାଉ ସ୍ଥିର,
ଚତୁର୍ଦ୍ଧା ମୂରତି ଦର୍ଶନ କରିଣ
ଧନ୍ୟ ହୋଇଯିବେ ନର l

ପ୍ରଶାନ୍ତ କୁମାର ଶତପଥୀ
ଛତ୍ରପୁର
8761143868

 1,295 total views,  1 views today

3 thoughts on “*ହେ ଲୀଳାମୟ ଠାକୁର..–ପ୍ରଶାନ୍ତ କୁମାର ଶତପଥୀ*

Leave a Reply

Your email address will not be published. Required fields are marked *