September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ବିସ୍କୁଟ – ଅଜୟ ମହାଲା*

ବିସ୍କୁଟ 

ଅଜୟ ମହାଲା

 

ଲଭ ବାଇଟ୍ …

କେଡେ ମପାଚୁପା ସେହି ଦାନ୍ତ ଦବେଇବା;

ସିଂହୀଟିଏ ତା ଶାବକକୁ

ଦାନ୍ତରେ ଏପଟ ସେପଟ କଲା ପରି।

ଅନ୍ଧାର ରାତିରେ ତୁମ ଦେହ ଜ୍ୟାମିତିରେ

ମୋ ଦୁଷ୍ଟାମିର ଖେଳସେମିତି ନୁହଁ କି?

ଉପର ଦାନ୍ତ ଓ ତଳ ଦାନ୍ତ ମଝିରେ ଦବାଇ

ଧୀରେ ବିସ୍କୁଟ ଭାଙ୍ଗିବା ପରି।

 

ତା ଭିତରେ କେବେ ତ ଶିଖାଇ ଦେଇଛ –

ଦାନ୍ତର ଶକ୍ତି ମପା ଯାଏନି ବିସ୍କୁଟଟେ ଭାଙ୍ଗିବାରେ

ଯେମିତି ପୁରୁଷପଣିଆ ମପାଯାଏନି

ଅତିଭଙ୍ଗୁର ନାରୀର ମନଟିକୁ ଭାଙ୍ଗିବାରେ

 

ତୁମର ଏହି ଭଙ୍ଗପ୍ରବଣତାକୁ ନେଇ ତ ଡରେ

ଏଇ ପ୍ରବାସରେ ତୁମକୁ ମନେ ପକାଇ

ଦୁଇ ଆଙ୍ଗୁଳି ଭିତରେ ସମ୍ଭାଳି ଧରେ

ଗୋଟେ ତାଜା ସକାଳର ମହକକୁ ….କିଛି ସମୟ ।

 

ଅଜୟ ମହାଲା

 

Loading

Leave a Reply

Your email address will not be published. Required fields are marked *